No products in the cart.

Ask questions which are clear, concise and easy to understand.

Ask Question
  • 0 answers
  • 0 answers
  • 1 answers

Nirala Singh 2 years, 7 months ago

Study the concept chart from the his market analysis the number of American travelling for the thanks for giving holiday in the year 2021 and 22 and their comparison the air travel returns for second pendant Thanksgiving change in the number of American travelling for the Thanksgiving holiday in the year 2021 and 22 in the year 2021 the number of Americans visit was 16% by car 11% by air 50percentage and by others 81% in the at present 22 the percentage of Americans visit for Thanksgiving holiday was 5% by which three person bekar 9% by air and 31% why other travels that in analytical paragraph of 120 words with in the given information
  • 2 answers

Pratyush Bidhar 2 years, 5 months ago

ଏହି ବିଦ୍ୟାଳୟ ନେତୃତ୍ଵ ସମ୍ବନ୍ଧୀୟ ମୁକ୍ତ ଶିକ୍ଷଣ ସମ୍ବଳଟି ଟେସ୍ ଇଣ୍ଡିଆ ଦ୍ଵାରା ପ୍ରସ୍ତୁତ ହୋଇଥିବା ‘ବିଦ୍ୟାଳୟ ନେତୃତ୍ଵ' ସମ୍ବନ୍ଧୀୟ ୨୦ଟି ପୁସ୍ତିକା ମଧ୍ୟରୁ ଅନ୍ୟତମ । ଏହି ପୁସ୍ତିକାଗୁଡ଼ିକ ବିଦ୍ୟାଳୟରେ ନେତୃତ୍ଵ ନେଉଥିବା ଶିକ୍ଷକ ଶିକ୍ଷୟତ୍ରୀଙ୍କ ଶିକ୍ଷଣ ଓ ବୃତ୍ତିଗତରେ ଉନ୍ନତି ଆଣି ଶ୍ରେଣୀ କକ୍ଷରେ ପାଠପଢାରେ ସହାୟତା କରିବ । ଏହି ପୁସ୍ତିକାଗୁଡ଼ିକ ବିଭିନ୍ନ ସିଦ୍ଧାନ୍ତ ଓ ପରିଚାଳନା ସମ୍ବନ୍ଧୀୟ ଅଭିଜ୍ଞତାକୁ ଭିତ୍ତିକରି ପ୍ରସ୍ତୁତ କରାଯାଇଛି । ଏହି ପୁସ୍ତିକାରେ ଦିଆଯାଇଥିବା ତଥ୍ୟକୁ ବିଦ୍ୟାଳୟର ନେତୃତ୍ଵ, ଶିକ୍ଷକ ଓ ସହାୟକ କର୍ମାମାନେ ଅଭ୍ୟସରେ ଆଣିଲେ ବିଦ୍ୟାଳୟରେ ସାମୁହିକ ଉନ୍ନତି ଆସିପାରିବ । ଏହି ପୁସ୍ତିକାଗୁଡ଼ିକ ପଠନ ପାଇଁ ଏକ ବିଦ୍ଧିବଧ ଖସଡା ପ୍ରସ୍ତୁତ କରିବାର ଆବଶ୍ୟକତା ଯଦିଓ ନାହିଁ ତଥାପି "ବିଦ୍ୟାଳୟର ମୁଖ୍ୟ ଜଣେ ସାମର୍ଥ୍ୟକାରୀ" ପୁସ୍ତିକାରୁ ପଠନ ଆରମ୍ଭ କରାଯାଇପାରେ । ଏହି ପୁସ୍ତିକାଗୁଡ଼ିକ ନିଜସ୍ଵ ପଠନ ପାଇଁ ଉଦ୍ଧିଷ୍ଟ ଓ ଏହାକୁ ନିଜର ପାଠାଗାରାରେ ରଖାଯାଇପାରେ । ଏହି ପୁସ୍ତିକାଗୁଡିକ ବିଦ୍ୟାଳୟ ନେତୃତ୍ଵ ନେଉଥିବା ପ୍ରଧାନ ଶିକ୍ଷକ ଶିକ୍ଷୟତ୍ରୀ, ଉପ ପ୍ରଧାନ ଶିକ୍ଷକ କିମ୍ବା ଅନ୍ୟ ଶିକ୍ଷକ ଯେଉଁମାନେ ବିଦ୍ୟାଳୟ ନେତୃତ୍ଵରେ ସାମିଲ ଅଛନ୍ତି ସେମାନଙ୍କ ପାଇଁ ଉଦ୍ଧିଷ୍ଟ । ଭାରତରେ ବିଦ୍ୟାଳୟ ଭିତ୍ତିକ ସହଯୋଗ ମାଧ୍ୟମରେ ଶିକ୍ଷକ ଶିକ୍ଷା (ଟେସ-ଇଣ୍ଡିଆ) କାର୍ଯ୍ୟକ୍ରମ ଶିକ୍ଷକମାନଙ୍କୁ ‘ ମୁକ୍ତ ଶୈକ୍ଷିକ ସଂବଳ' ମାଧ୍ୟମରେ ଶିକ୍ଷାର୍ଥୀ କୈନ୍ଦ୍ରିକ, ସହଭାଗୀ ଶିକ୍ଷାପଦ୍ଧତିଗୁଡ଼ିକର ବିକାଶ କରିବାରେ ସହାୟତା ଦେବା ସହ ଭାରତରେ ଥିବା ପ୍ରାରମ୍ଭିକ ଓ ମାଧ୍ୟମିକ ଶିକ୍ଷକମାନଙ୍କ ଶ୍ରେଣୀ ଗୃହରେ କାର୍ଯ୍ୟଧାରା ଅଭିବୃଦ୍ଧି ପାଇଁ ଲକ୍ଷ୍ୟ ରଖିଛି ।  ଟେସ୍-ଇଣ୍ଡିଆର ଏହି 'ମୁକ୍ତ ଶୈକ୍ଷିକ ସଂବଳ' ଶିକ୍ଷକମାନଙ୍କ ପାଇଁ ବିଦ୍ୟାଳୟ ପାଠ୍ୟପୁସ୍ତକର ଏକ ସହଯୋଗୀ ଅଟେ । ଏଗୁଡ଼ିକ, ଅନ୍ୟ ଶିକ୍ଷକମାନେ ପ୍ରସଙ୍ଗଟିକୁ କିପରି ପଢ଼ାଇଛନ୍ତି ତାହା ପ୍ରଦର୍ଶନ କରିବା ସହ ଶ୍ରେଣୀଗୃହରେ ଶିକ୍ଷାର୍ଥୀମାନଙ୍କ ସହ ପ୍ରାକ ପରୀକ୍ଷଣ ପାଇଁ ଶିକ୍ଷଣକାର୍ଯ୍ୟମାନ ଯୋଗାଇ ଦେଇଥାଏ । ଏହା ବ୍ୟତିତ ଶିକ୍ଷକମାନଙ୍କୁ ସେମାନଙ୍କ ପାଠ ଯୋଜନା ଏବଂ ବିଷୟଗତ ଜ୍ଞାନର ଅଭିବୃଦ୍ଧି ପାଇଁ ଏହା ସଂଯୋଗ ସ୍ଥାପନ କରେ । ଟେସ୍-ଇଣ୍ଡିଆର 'ମୁକ୍ତ ଶୈକ୍ଷିକ ସଂବଳ ‘ଗୁଡ଼ିକ ଭାରତୀୟ ପାଠ୍ୟ ଖସଡ଼ା ଓ ପରିପେକ୍ଷା ଅନୁଯାୟୀ। ଉଭୟ ଭାରତୀୟ ଓ ଆର୍ନ୍ତଜାତୀୟ ଲେଖକମାନଙ୍କ ସହଭାଗୀତାରେ ପ୍ରସ୍ତୁତ ।

Susreetraj Sahu 2 years, 6 months ago

ମୋ ପାଖରେ ନାହିଁ
  • 0 answers
  • 0 answers
  • 0 answers
  • 0 answers
2n
  • 0 answers
  • 1 answers

Mihir Gupta Gamer 2 years, 6 months ago

H²O+CO²------->in Presence of ☀️ light and Chlorophyll -------------> C⁶H¹²O⁶+H²O+O²
  • 1 answers

Pragati Burnwal 2 years, 7 months ago

X+y=3, 4x-3y=26
  • 1 answers

Mihir Gupta Gamer 2 years, 6 months ago

Packing With Nitrogen Filled Plastic And in Glass bottel Or in Refrigerator Or Some Food We Dry in Sunlight etc.
  • 0 answers
  • 2 answers

Anonymous 2 years, 6 months ago

Good

Sai Shruti Panda 2 years, 7 months ago

K=X²-5x+4

myCBSEguide App

myCBSEguide

Trusted by 1 Crore+ Students

Test Generator

Test Generator

Create papers online. It's FREE.

CUET Mock Tests

CUET Mock Tests

75,000+ questions to practice only on myCBSEguide app

Download myCBSEguide App